ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ପୁଣି ବଢିଲା ଓମଫେଡ୍ କ୍ଷୀର ଦର

0

ଭୁବନେଶ୍ବର; ପୁଣି ବଢିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ୍ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି ନେଇ ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଏପ୍ରିଲ ୧ ରୁ ନୂଆ ଦର ଲାଗୁ ହେବ ନେଇ ଓମଫେଡ କହିଛି । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ।

ନୂଆ ଦର ଲାଗୁ ହେବା ଫଳରେ ୫୦୦ ମିଲି ଟୋନଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ୨୩ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୫୦୦ ମିଲି ପ୍ରିମିୟମ କ୍ଷୀର ଓ ଗୋଲ୍ଡ କ୍ଷୀରର ଦାମ ୨୪ ଟଙ୍କାରୁ ୨୬ ଟଙ୍କା ବୃଦ୍ଧି ପାଇଛି । ଚା ସ୍ପେଶାଲ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ୨୫ ଟଙ୍କାକୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.