ପ୍ରମୁଖ ଖବର

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ: ଶାର୍ପ ସୁଟର ସହ ୩ ଗିରଫ
ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ
ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ସୁପ୍ରିୟା ସୁଲେଙ୍କ କାର୍‌କୁ ଧକ୍କା, ଅଳ୍ପକେ ବର୍ତ୍ତିଲେ ସାଂସଦ
ଜୁଲାଇ ୧ରୁ ଲାଗୁ ହେବ ‘ଭିବି-ଜିରାମ-ଜି’ ଆଇନ
ମୋଦୀଙ୍କ ଦେଶବାସୀଙ୍କୁ ଆହ୍ୱାନ:‘ଗୋଟିଏ ବର୍ଷ ‘ସୁନା କିଣନ୍ତୁ ନାହିଁ,ୱାର୍କ ଫ୍ରମ୍ ହୋମ୍‌ କରନ୍ତୁ -ଇନ୍ଧନ ସଞ୍ଚୟ କରନ୍ତୁ’

ଝାରସୁଗୁଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

0

ଝାରୁସୁଗୁଡା; ଝାରସୁଗୁଡା ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ହେବେ ଦୀପାଳି ଦାସ । ଆଜି ଦୀପାଳି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ହେଉଛନ୍ତି ଦୀପାଳି ଦାସ । ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡାରେ ହେବ ଉପନିର୍ବାଚନ

ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପଡ଼ିବ ଭୋଟ୍ । ମେ ୧୩ ତାରିଖରେ ଭୋଟ୍ ଗଣତି ହେବ । ଏପ୍ରିଲ ୨୦ ତାରିଖ ପର୍ୟ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ ଆଶାୟୀ ପ୍ରାର୍ଥୀ । ଏପ୍ରିଲ ୨୧ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୪ ପର୍ୟ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଦେଇଛନ୍ତି ନିର୍ବାଚନ କମିଶନ ।

Leave A Reply

Your email address will not be published.