ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଝାରସୁଗୁଡା ନୂଆ ଜିଲ୍ଲାପାଳ ହେଲେ ଆବୋଲି ସୁନୀଲ ନରଭଣେ

0

ଝାରସୁଗୁଡା; ବଦଳିଛନ୍ତି ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ। ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ବ ନେବେ ଆବୋଲି ସୁନୀଲ ନରଭଣେ। ସୋନପୁର ଜିଲ୍ଲାପାଳ ଥିଲେ ଆବୋଲି ସୁନୀଲ ନରଭଣେ । ନରଭଣେଙ୍କ ବଦଳି ପରେ ସୋନପୁର ଜିଲ୍ଲାପାଳ ଦାୟିତ୍ୱରେ ରହିବେ ଏଡିଏମ।

ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି ହୋଇଛି। ଶ୍ରୀମତୀ ନରଭଣେଙ୍କୁ ନିର୍ଦ୍ଦେଶ ହୋଇଛି ଯେ, ସୋନପୁର ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାୟିତ୍ବ ଦେଇ ସେଠାରୁ ନୂତନ କାର୍ଯ୍ୟସ୍ଥଳ (ଝାରସୁଗୁଡ଼ା)କୁ ଯାଇ କାର୍ଯ୍ୟରେ ଯୋଗଦାନ କରିବେ।

Leave A Reply

Your email address will not be published.