ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ

0

ଭୁବନେଶ୍ବର; ଆସନ୍ତାକାଲିଠୁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ରାଜ୍ୟ ସରକାର ଏନେଇ ଘୋଷଣା କରିଛନ୍ତି ।

ତେବେ ଖାଲି ସେତିକି ନୁହେଁ, ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଆଜି କୋଭିଡ୍ ଓ ହିଟୱେଭକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ଏହାପରେ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.