ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଜଳଭଣ୍ଡାରରେ ଡଙ୍ଗା ବୁଡିଜଣେ ମୃତ; ୩ ନିଖୋଜ

0

କୋରାପୁଟ: କୋରାପୁଟ କୋଲାବ ଜଳଭଣ୍ଡାର ତେନ୍ତୁଳିପଡ଼ା ଘାଟରେ ଡଙ୍ଗାବୁଡି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ନିଖୋଜ ଅଛନ୍ତି । ଡଙ୍ଗାରେ ମୋଟ ୮ଜଣ ଥିବାବେଳେ ସମସ୍ତେ ଉମ୍ବେଲ ଗାଁରୁ ଯାତ୍ରା ଦେଖି ସେମିଳିଗୁଡ଼ା ବ୍ଲକ ମୁଖିବିଡ଼ଇ ଗାଁକୁ ଫେରୁଥିଲେ । ଦେଶୀ ଡଙ୍ଗାରେ ଯିବାବେଳେ ହଠାତ ଡଙ୍ଗାଟି ବୁଡ଼ିଯାଇଥିଲା । ୪ ଜଣ ପହଁରି ପହଁରି କୂଳକୁ ଆସିଥିବାବେଳେ ଆଉ ୪ ଜଣ ନିଖୋଜ ହୋଇଯାଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ନିଖୋଜଙ୍କୁ ଖୋଜୁଛି ପୁଲିସ।

Leave A Reply

Your email address will not be published.