ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ସରୋଜ ସାମଲ ହେଲେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ

0

ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଭାବେ ଆଇଏଏସ୍ ସରୋଜ କୁମାର ସାମଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସକାଳେ ବଦଳି ନିର୍ଦ୍ଦେଶ ପ୍ରକାଶ ପାଇବା ପରେ ଅପରାହ୍ନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଆଇଆଣ୍ଡପିଆର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଶ୍ରୀ ତ୍ରିପାଠୀଙ୍କ ସ୍ଥାନରେ ଶ୍ରୀ ସାମଲଙ୍କୁ ସରକାର ଆଇଆଣ୍ଡପିଆର ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦେଇଥିଲେ । ଅପରାହ୍ନରେ ଶ୍ରୀ ତ୍ରିପାଠୀଙ୍କଠୁ ଶ୍ରୀ ସାମଲ ଦାୟିତ୍ୱ ଗ୍ରହଣ କରିଥିଲେ ।

Leave A Reply

Your email address will not be published.