ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ରସୁଲଗଡ଼ରେ ଉର୍ମି ହୋଟେଲ ଉପରକୁ ବୋମା ମାଡ

0

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଫୁଟିଲା ବୋମା । ରସୁଲଗଡ଼ରେ ଉର୍ମି ହୋଟେଲ ଉପରକୁ ବୋମା ଫିଙ୍ଗିଛନ୍ତି ଦୁର୍ବୃତ୍ତ । ବାଇକରେ ଆସି ଦୁଇ ଜଣ ଦୁର୍ବୃତ୍ତ ଓଭର ବ୍ରିଜ ଉପରୁ ହୋଟେଲ ଉପରକୁ ବୋମାମାଡ଼ କରିଥିବା ଜଣାପଡ଼ିଛି। ଦୁଇଟି ବୋମାରୁ‌ ଗୋଟିଏ ହୋଟେଲ ଉରକୁ ଫିଙ୍ଗି ଥିବା ବେଳେ ଗୋଟିଏ ଫୁଟିଥିଲା ଏବଂ ଆଉ ଗୋଟିଏ ଅଫୁଟା ରହିଥିଲା। ତେବେ କିଏ ଓ କାହିଁକି ଏହି ବୋମାମାଡ଼ କରିଛି ମଞ୍ଚେଶ୍ୱର ଥାନା ପୁଲିସ ତଦନ୍ତ ଜାରି ରଖିଛି।

ତେବେ କେଉଁ କାରଣରୁ ଏହି ବୋମା ମାଡ଼ କରାଯାଇଛି ତାହା ସ୍ପଷ୍ଟ ହୋଇପାରି ନାହିଁ । ବୋମା ମାଡ଼ରେ ହୋଟେଲର କିଛି କାଚ ଭାଙ୍ଗିଥିବା ସୂଚନା ମିଳିଛି ।

Leave A Reply

Your email address will not be published.