ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ

0

ଭୁବନେଶ୍ବର: କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।  ଏ ଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ବିଜୟଙ୍କ ନାଁରେ ମୋହର ଲାଗିଛି।

ଅନ୍ୟପକ୍ଷରେ ରାଜ୍ୟ କଂଗ୍ରେସ ପକ୍ଷରୁ ୨୭ ଜଣିଆ ରାଜନୀତିକ ବ୍ୟାପାର କମିଟି ଗଠନ କରାଯାଇଛି। ଏହି କମିଟିରେ ଦଳର ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଭକ୍ତ ଦାସ, ତାରା ପ୍ରସାଦ ବାହିନୀପତି, ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ, ବିଜୟ ପଟ୍ଟନାୟକ, ଚିରଞ୍ଜୀବ ବିଶ୍ୱାଳ, ପଞ୍ଚାନନ କାନୁନଗୋ, ସପ୍ତଗିରି ଉଲ୍ଲାକା ଓ ବିଧାୟକ ସନ୍ତୋଷ ସିଂହ ସାଲୁଜା ପ୍ରମୁଖ ଅଛନ୍ତି।

Leave A Reply

Your email address will not be published.