ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ପ୍ରଶଂସା କଲେ ଏଆଇସିଟିଇ ଅଧ୍ୟକ୍ଷ୍ୟ

0

ଭୁବନେଶ୍ୱର,୨୫/୦୪: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ତୃତୀୟ ଦିନ ରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି ଏଆଇସିଟିଇ ଅଧ୍ୟକ୍ଷ୍ୟ ପ୍ରଫେସର ଟି.ଜି ସୀତାରାମ।

ପ୍ରଫେସର ସୀତାରାମ ସୋଆର ସିଆଇଆଇ ଏଗଜିବିଟର ବୁଥ୍ ବୁଲି ଦେଖିବା ସହ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଷ୍ଟାର୍ଟ ଅପ୍‌ର ପ୍ରଶଂସା କରିଥିଲେ । ଏହି ଅବସରରେ ସୋଆର ଆଡିସ୍‌ନାଲ ଡିନ୍ ( ଷ୍ଟୁଡେଂନସ୍ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଓ ସୋଆ ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ୍ ନାୟକଙ୍କ ସମେତ ସୋଆର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.