ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ପ୍ରଶଂସା କଲେ ଏଆଇସିଟିଇ ଅଧ୍ୟକ୍ଷ୍ୟ

0

ଭୁବନେଶ୍ୱର,୨୫/୦୪: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ତୃତୀୟ ଦିନ ରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି ଏଆଇସିଟିଇ ଅଧ୍ୟକ୍ଷ୍ୟ ପ୍ରଫେସର ଟି.ଜି ସୀତାରାମ।

ପ୍ରଫେସର ସୀତାରାମ ସୋଆର ସିଆଇଆଇ ଏଗଜିବିଟର ବୁଥ୍ ବୁଲି ଦେଖିବା ସହ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଷ୍ଟାର୍ଟ ଅପ୍‌ର ପ୍ରଶଂସା କରିଥିଲେ । ଏହି ଅବସରରେ ସୋଆର ଆଡିସ୍‌ନାଲ ଡିନ୍ ( ଷ୍ଟୁଡେଂନସ୍ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଓ ସୋଆ ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ୍ ନାୟକଙ୍କ ସମେତ ସୋଆର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.