ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଆଇପିଏସ୍ ଅଧିକାରୀ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି ହୋଇଛି। ବରିଷ୍ଠ ଆଇପିଏସ୍‌ ବିନୟତୋଷ ମିଶ୍ରଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ ମିଳିଛି। ସେ ଏସ୍‌ସିଆରବି ନିର୍ଦ୍ଦେଶକ ସହ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

ସେହିପରି ରାଜ୍ୟ ସରକାର ଦୁଇ ଜଣ ବରିଷ୍ଠ ଆଇପିଏସ୍‌ଙ୍କୁ ଗୃହ ବିଭାଗ ଓଏସଡି ଭାବେ ବଦଳି କରିଛନ୍ତି। କମ୍ୟୁନିକେସନ ଡିଜି ଅରୁଣ ରାୟଙ୍କୁ ଗୃହ ବିଭାଗ ଓଏସଡି ଭାବେ ମୁତୟନ କରାଯାଇ ଥିବା ବେଳେ ଏଚ୍‌ଆରପିସି ସ୍ପେଶାଲ ଡିଜି ସିଦ୍ଧାର୍ଥ ନର୍ଭାଣେଙ୍କୁ ମଧ୍ୟ ଓଏସଡି ଭାବେ ନୂଆ ନିଯୁକ୍ତି ମିଳିଛି।

Leave A Reply

Your email address will not be published.