ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ରଞ୍ଜନ ଦାଶ

0

ପୁରୀ: ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଇଛନ୍ତି ରଞ୍ଜନ ଦାଶ। ସ୍ଥାୟୀ ପ୍ରଶାସକ ଭାବେ ଯୋଗଦାନ ପରେ ସେ ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ସେବାରେ କାର୍ଯ୍ୟ କରିବେ ବୋଲି ମତ ଦେଇଛନ୍ତି।

ଆଗକୁ ରଥଯାତ୍ରା ଥିବା ବେଳେ ତା ପୂର୍ବରୁ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଯୋଗଦେଇଛନ୍ତି । ସମସ୍ତଙ୍କ ସହ ସମନ୍ୱୟ ରକ୍ଷାକରି ସେ କାର୍ଯ୍ୟ କରିବେ ବୋଲି ମତ ରଖିଛନ୍ତି। ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଏହି ଯୋଗଦାନ ବେଶ ଗୁରୁତ୍ୱପୂର୍ଣ୍ଣ । ମହାପ୍ରଭୁଙ୍କ ଆଶୀର୍ବାଦ ରହିଥିବାରୁ ସେ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଥିବା କହିଛନ୍ତି।

Leave A Reply

Your email address will not be published.