ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଏକାଧିକ ସରକାରୀ ପ୍ଲଟ ନେବା ଉପରେ ଲାଗିଲା ରୋକ୍

0

କଟକ: ଇଚ୍ଛାଧୀନ କୋଟାରେ ଏକାଧିକ ସରକାରୀ ପ୍ଲଟ ନେବା ଉପରେ ଲାଗିଲା କଟକଣା।।ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ ଏକାଧିକ ପ୍ଲଟ ନେବା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ଜଣେ ବ୍ୟକ୍ତି କୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ପ୍ଲଟ ନେଇପାରିବେ। ପୂର୍ବରୁ ପ୍ଲଟ ପାଇଥିବା ବ୍ୟକ୍ତିଙ୍କୁ ଆବେଦନ କରିବାକୁ ହାଇକୋର୍ଟ ବାରଣ କରିଛନ୍ତି।

ଏହି ସମ୍ବନ୍ଧୀୟ ନିୟମାବଳୀ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ନିୟମ ଆଡଭୋକେଟ୍ ଜେନେରାଲଙ୍କ ମାଧ୍ୟମରେ ଗୃହ ଓ ନଗର ଉନ୍ନୟନ ବିଭାଗ, ସମସ୍ତ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ କାର୍ଯ୍ୟକାରୀ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.