ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଏକାଧିକ ସରକାରୀ ପ୍ଲଟ ନେବା ଉପରେ ଲାଗିଲା ରୋକ୍

0

କଟକ: ଇଚ୍ଛାଧୀନ କୋଟାରେ ଏକାଧିକ ସରକାରୀ ପ୍ଲଟ ନେବା ଉପରେ ଲାଗିଲା କଟକଣା।।ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ ଏକାଧିକ ପ୍ଲଟ ନେବା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ଜଣେ ବ୍ୟକ୍ତି କୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ପ୍ଲଟ ନେଇପାରିବେ। ପୂର୍ବରୁ ପ୍ଲଟ ପାଇଥିବା ବ୍ୟକ୍ତିଙ୍କୁ ଆବେଦନ କରିବାକୁ ହାଇକୋର୍ଟ ବାରଣ କରିଛନ୍ତି।

ଏହି ସମ୍ବନ୍ଧୀୟ ନିୟମାବଳୀ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ନିୟମ ଆଡଭୋକେଟ୍ ଜେନେରାଲଙ୍କ ମାଧ୍ୟମରେ ଗୃହ ଓ ନଗର ଉନ୍ନୟନ ବିଭାଗ, ସମସ୍ତ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ କାର୍ଯ୍ୟକାରୀ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.