ଭୁବନେଶ୍ବର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ