ଭୁବନେଶ୍ବର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ