ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଘାଟିରେ ଓଲଟିଲା ଅଟୋ; ୧୫ରୁ ଅଧିକ ଆହତ

0

ମୋହନା: ଆଜି ସକାଳ ପ୍ରାୟ ୧୦ଟାରେ ଏକ ଅଟୋ, ଯାତ୍ରୀଙ୍କୁ ନେଇ ଗୋଛାଗୁଡାରୁ ଲୁହାଗୁଡ଼ି ସାପ୍ତାହିକ ହାଟକୁ ଯାଉଥିଲା। ଏହି ସମୟରେ ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ପ୍ରାୟ ୧୦ ଫୁଟ ତଳକୁ ଓଲଟି ପଡିଥିଲା।

ମୋହନା ଥାନା ଗୁଛାଗୁଡ଼ା ଘାଟିରେ ଆଜି ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୧୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୋହନା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ  ୫ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯିବ ବୋଲି ମୋହନା ମେଡିକାଲ ଡାକ୍ତର କହିଛନ୍ତି।

Leave A Reply

Your email address will not be published.