ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଘାଟିରେ ଓଲଟିଲା ଅଟୋ; ୧୫ରୁ ଅଧିକ ଆହତ

0

ମୋହନା: ଆଜି ସକାଳ ପ୍ରାୟ ୧୦ଟାରେ ଏକ ଅଟୋ, ଯାତ୍ରୀଙ୍କୁ ନେଇ ଗୋଛାଗୁଡାରୁ ଲୁହାଗୁଡ଼ି ସାପ୍ତାହିକ ହାଟକୁ ଯାଉଥିଲା। ଏହି ସମୟରେ ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ପ୍ରାୟ ୧୦ ଫୁଟ ତଳକୁ ଓଲଟି ପଡିଥିଲା।

ମୋହନା ଥାନା ଗୁଛାଗୁଡ଼ା ଘାଟିରେ ଆଜି ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୧୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୋହନା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ  ୫ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯିବ ବୋଲି ମୋହନା ମେଡିକାଲ ଡାକ୍ତର କହିଛନ୍ତି।

Leave A Reply

Your email address will not be published.