ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ

ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ

0

ନୂଆଦିଲ୍ଲୀ: ସିବିଏସଇ ଦଶମ ରେଜଲ୍ଟ ପ୍ରକାଶିତ । ଏବର୍ଷ ଦେଶର ପାସ ହାର ରହିଛି ୯୩.୧୨% । ଗତବର୍ଷ ତୁଳନାରେ ଦେଶରେ କମିଛି ପାସ ହାର । ଚଳିତବର୍ଷ ୨୪,୪୮୦ ସ୍କୁଲରେ ପରୀକ୍ଷା ଦେଇଥିଲେ ୩୪ ଲକ୍ଷ ୮୦ହଜାର ଛାତ୍ରଛାତ୍ରୀ ।

ଚଳିତବର୍ଷ ଦିଲ୍ଲୀଠାରୁ ଓଡ଼ିଶା ରିଜିଅନରେ ଭଲ ରେଜଲ୍ଟ ହୋଇଛି । ଭୁବନେଶ୍ବର ରିଜିଅନରେ ପାସ୍‌ ହାର ୯୩.୬୪ ପ୍ରତିଶତ ରହିଛି । ପାସ୍ ହାରରେ ଟପ୍‌ରେ ରହିଛି କେରଳର ତ୍ରିଭେନ୍ଦ୍ରମ ରିଜିଅନ । ତ୍ରିଭେନ୍ଦ୍ରମରେ ପାସ ହାର ୯୯.୯୧ ପ୍ରତିଶତ ରହିଛି । ଗୌହାଟୀ ରିଜିଅନର ପାସ୍ ହାର ସବୁଠୁ କମ୍ । cbse.gov.in ରେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ । results.nic.in ଓ୍ବେବସାଇଟରୁ ବି ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ଚଳିତବର୍ଷ ପୁଅଙ୍କ ତୁଳନାରେ ଝିଅ ଭଲ ପ୍ରଦର୍ଶନ କରିଛନ୍ତି।

Leave A Reply

Your email address will not be published.