ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଆଉ ୩ ଜିଲ୍ଲାରେ ଗଡିବ ମୋ ବସ

0

ଭୁବନେଶ୍ବର: ଓଡ଼ିଶାର ଆଉ ୩ ଜିଲ୍ଲାରେ ଗଡିବ ମୋ ବସ । ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ମୋ ବସ୍ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର । ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । 

ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଓ ବେଲପାହାଡ କ୍ଲଷ୍ଟରରେ ଗଡ଼ିବ ମୋ ବସ । ସେହିପରି ବ୍ରହ୍ମପୁର-ଗୋପାଳପୁର-ଛତ୍ରପୁର-ହିଞ୍ଜିଳିକାଟୁ, ଦିଗପହଣ୍ଡି କ୍ଲଷ୍ଟରରେ ଗଡ଼ିବ ମୋ ବସ୍ । ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ବାରା ପଶ୍ଚିମ ଓଡ଼ିଶା ସହ ଗଞ୍ଜାମ ଜିଲ୍ଲାର ଲୋକେ ସୁବିଧା ପାଇ ପାରିବେ।  

Leave A Reply

Your email address will not be published.