ଭୁବନେଶ୍ବର: ଆଗକୁ ଆବଶ୍ୟକ ହେଲେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢାଯିବ। ଜିଲ୍ଲାର ଆବଶ୍ୟକତା ଦେଖି ସିଟ୍ ବଢାଯିବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ପିଲାମାନଙ୍କ କିଛି ଅସୁବିଧା ନହେଲା ଭଳି ସମସ୍ତ ପ୍ରକାର ପଦକ୍ଷେପ ସରକାର ଗ୍ରହଣ କରିବେ । ଯୁକ୍ତ ଦୁଇ ପ୍ରଥମ ବର୍ଷ ସିଟ ବୃଦ୍ଧି ନେଇ ସୋମବାର ବିଭାଗୀୟ ବୈଠକ ବସିବ । ଚଳିତ ବର୍ଷ୫ ଲକ୍ଷ ୧୨ ହଜାର ପିଲା ମାଟ୍ରିକ୍ ପାସ୍ କରିଥିବା ବେଳେ, ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସିଟ ଅଛି ୫ ଲକ୍ଷ ୯ ହଜାର । ତେବେ ଆଗକୁ ଏନେଇ ବ୍ୟବସ୍ଥା କରାଯାଇପାରେ। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୂଚନା ନାହିଁ।
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍