ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0

ଭୁବନେଶ୍ବର: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବୀ ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି । ପୁଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍‌ ଇନିସ୍‌ପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଦାୟିତ୍ବ ଏହି ବୋର୍ଡ ସଂପାଦନ କରିବ।

ଏହି ସ୍ଥାୟୀ ବୋର୍ଡ ଗଠନ ଦ୍ବାରା ପୁଲିସ ବିଭାଗର ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ ହେବ। ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ । ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇ.ଜି ପାହ୍ୟାର ଅଧିକାରୀ ରହିବେ ଏବଂ ଅନ୍ୟ ଜଣେ ଡି.ଆଇ.ଜି ବା ଏସ୍‌.ପି ପାହ୍ୟାରେ ରହିବେ ।

Leave A Reply

Your email address will not be published.