ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

0

ସୁନ୍ଦରଗଡ; ସୁନ୍ଦରଗଡ ହେମଗିରି ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ନିର୍ବାହୀଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସଂଜୟ କୁମାର ବେହେରାଙ୍କ ଘରେ ଚଢାଉ । ସଞ୍ଜୟ କୁମାର ବେହେରାଙ୍କ ସରକାରୀ କ୍ବାର୍ଟସ ସହ ୭ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଛାପା। ସୁନ୍ଦରଗଡ଼ରେ ଥିବା ସରକାରୀ କାର୍ଯ୍ୟାଳୟ, ସରକାରୀ କ୍ବାର୍ଟର୍ସ ଓ ସୁନ୍ଦରଗଡ଼ କେନ୍ଦୁପଡ଼ାରେ ଥିବା ଭଡ଼ା ଘରେ ଚାଲିଛି ଭିଜିଲାନ୍ସ ରେଡ୍।

ସେହିପରି ଭଦ୍ରକ ଟାଉନର ଆଚାର୍ଯ୍ୟନଗରରେ ରହିଛି ଦୁଇ ମହଲା କୋଠା, ବନ୍ତରେ ଥିବା ପୈତୃକ ଘରେ ଚାଲିଛି ରେଡ୍ । ଭଦ୍ରକ ତିହିଡି ସିଢ଼ୋଳରେ ଥିବା ଶ୍ବଶୁର ଘରେ ଚାଲିଛି ରେଡ୍।

ପୂର୍ବରୁ ଲେଫ୍ରିପଡ଼ା RWDର ଇନଚାର୍ଜ ଥିଲେ ସଞ୍ଜୟ କୁମାର ବେହେରା । ତେଣୁ ଲେଫ୍ରିପଡ଼ାରେ ଥିବା ସରକାରୀ କାର୍ଯ୍ୟାଳୟ ଓ କ୍ବାର୍ଟ୍ସରେ ଭିଜିଲାନ୍ସ ରେଡ୍ ହୋଇଛି । ସଞ୍ଜୟ କୁମାରଙ୍କ ନାଁରେ ରହିଛି ଦେଢକୋଟିର ଇନସ୍ୟୁରାନ୍ସ ଜମା । ରେଡ୍‌ କଲାବେଳେ ୪ଜଣ ଡିଏସପି, ୧୦ ଇନସ୍ପେକ୍ଟର, ୪ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

Leave A Reply

Your email address will not be published.