ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

0

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ବାଦ ପଡ଼ିଲେ ରୋହିତ ପୂଜାରୀ । ଶ୍ରୀ ପୂଜାରୀଙ୍କ ସ୍ଥାନରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ଯୋଗୁ ରୋହିତଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା କରିବାକୁ ସୁପାରିସ କରିଥିଲେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.