ଭୁବନେଶ୍ୱର: ଆଜି ସରକାର ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଯାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ୍)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ଏହି ଦାୟିତ୍ୱରେ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି। ସେହିପରି ସମ୍ବଲପୁର ମହାନଗର ନିଗମ କମିଶନର ଭାବେ ଆଇଏଏସ୍ ବେଦଭୂଷଣଙ୍କୁ ନିଯୁକ୍ତି ମିଳିଛି। ଶ୍ରୀ ବେଦଭୂଷଣ ଧର୍ମଗଡ଼ର ଉପଜିଲ୍ଲାପାଳ ଥିଲେ। ବରିଷ୍ଠ ଓଏଏସ୍ ଅଧିକାରୀ ନୃସିଂହ ଚନ୍ଦ୍ର ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ଦାୟିତ୍ୱ। ଶ୍ରୀ ସ୍ୱାଇଁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ ।
ପ୍ରମୁଖ ଖବର
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ