ଭୁବନେଶ୍ୱର: ଆଜି ସରକାର ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଯାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ୍)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ଏହି ଦାୟିତ୍ୱରେ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି। ସେହିପରି ସମ୍ବଲପୁର ମହାନଗର ନିଗମ କମିଶନର ଭାବେ ଆଇଏଏସ୍ ବେଦଭୂଷଣଙ୍କୁ ନିଯୁକ୍ତି ମିଳିଛି। ଶ୍ରୀ ବେଦଭୂଷଣ ଧର୍ମଗଡ଼ର ଉପଜିଲ୍ଲାପାଳ ଥିଲେ। ବରିଷ୍ଠ ଓଏଏସ୍ ଅଧିକାରୀ ନୃସିଂହ ଚନ୍ଦ୍ର ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ଦାୟିତ୍ୱ। ଶ୍ରୀ ସ୍ୱାଇଁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ ।
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି