ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

କଳାହାଣ୍ଡି ଜିଲ୍ଲା ପାଇଁ ବିଜେଡିର ନୂତନ କର୍ମକର୍ତ୍ତା ନିଯୁକ୍ତ

0

ଭୁବନେଶ୍ବର: ଆଜି ବିଜେଡିର କଳାହାଣ୍ଡି ଜିଲ୍ଲା ପାଇଁ ନୂତନ କର୍ମକର୍ତ୍ତା ନିଯୁକ୍ତ ହୋଇଛନ୍ତି । ପୁଷ୍ପେନ୍ଦ୍ର ସିଂଦେଓ ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ କାର୍ଯ୍ୟକାରୀ ସଭାପତି ହୋଇଛନ୍ତି ଦିବ୍ୟ ଶଙ୍କର ମିଶ୍ର । ସେହିପରି ୭ ଜଣଙ୍କୁ ଉପସଭାପତି, ୮ ସାଧାରଣ ସମ୍ପାଦକ ଓ ୧୨ ସମ୍ପାଦକ ନିଯୁକ୍ତ ହୋଇଛନ୍ତି ।

ସୁରେନ୍ଦ୍ର ପ୍ରଧାନଙ୍କୁ ଭବାନୀପାଟଣା ପାଇଁ ଦାୟିତ୍ବ ମିଳିଥିବାବେଳେ, ମାନସ ବାଗଙ୍କୁ ଧର୍ମଗଡ ବିଧାନସଭା କ୍ଷେତ୍ର, ଚିତ୍ତରଂଜନ ମଣ୍ଡଳଙ୍କୁ ନର୍ଲା, ଦିନେଶ ବଗର୍ତ୍ତୀଙ୍କୁ ଜୁନାଗଡ ବିଧାନସଭା କ୍ଷେତ୍ର ଓ ଶୈଳନ୍ଦ୍ର ରାଜଙ୍କୁ ଲାଞ୍ଜିଗଡ ଦାୟିତ୍ବ ଦିଆଯାଇଛି । ଏନେଇ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.