ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

0

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଢ଼ିଶା ଗସ୍ତ ଚୂଡ଼ାନ୍ତ ହୋଇଛି। ଆସନ୍ତା ୨୬ ତାରିଖରେ ସେ କଟକ ଆସିବେ। ଏଥର ରାଷ୍ଟ୍ରପତି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଏସସିସି ଗସ୍ତରେ ଆସୁଥିବାରୁ କଟକ ମେଡ଼ିକାଲ କଲେଜରେ ଏବେଠାରୁ ପ୍ରସ୍ତୁତି ଜୋର ଧରିଛି। ଉଭୟ ଛାତ୍ର ସଂସଦ ଓ ମେଡ଼ିକାଲ କଲେଜ ମିଳିତ ଭାବେ ପ୍ରସ୍ତୁତି କରୁଛନ୍ତି। ଆଜି କଟକ ଏସସିବିରେ କାଉନସିଲ୍ ବୈଠକ ଅନୁଷ୍ଠିତ ହୋଇ ଏ ସଂକ୍ରାନ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତିକୁ ନିର୍ଣ୍ଣାୟକ ରୂପ ଦିଆଯିବ।

ଏହା ପରଦିନ ରାଷ୍ଟ୍ରପତି ଭଦ୍ରକ ଗସ୍ତରେ ଯିବେ। ଅର୍ଥାତ୍ ୨୭ ତାରିଖରେ ରାଷ୍ଟ୍ରପତି ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.