ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା: ୨ ଆହତ

0

ନ୍ୟୁଜ୍ ବ୍ୟୁରୋ: କୋକସରା ବ୍ଲକ ଆମପାଣି ଘାଟିରେ ୨୬ ନମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ସୁରକ୍ଷିତ ଥିବା ଜଣାପଡିଛି । ୨ ଆହତଙ୍କୁ କୋକସରା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ, ବସଟି ହାଇଦ୍ରାବାଦରୁ କଲମପୁର ଆସୁଥିବା ବେଳେ ଆଜି ସକାଳେ ଆମପାଣି ଘାଟି ରାସ୍ତାରେ ବିପରୀତ ଦିଗରୁ ଆସୁଥିବା କଣ୍ଟେନର ସହ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ବସର କଣ୍ଡକ୍ଟର ଓ କଣ୍ଟେନରର ଡ୍ରାଇଭର ଆହତ ହୋଇଛନ୍ତି । ଦୁଇ ଆହତଙ୍କୁ ୧୦୮ ଆମ୍ବୁଲାନ୍ସରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ ପ୍ରାଥମିକ ଚିକିତ୍ସା ଜାରି ରହିଛି ।

Leave A Reply

Your email address will not be published.