ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏନକାଉଣ୍ଟରରରେ ନିହତ ହେଲେ ୪ ଆତଙ୍କବାଦୀ

0

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ । ଗତକାଲି ରାତି ସାଢ଼େ ୧୧ଟାରେ ପୁଞ୍ଚ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଜଣାପଡ଼ିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଉଭୟପଟୁ ଗୁଳି ଚାଳନା ହୋଇଥିବା ବେଳେ ରାତି ତମାତ ଡ୍ରୋନ ଓ ନାଇଟ ସର୍ଭିଲାନ୍ସ ସହଯୋଗରେ ସର୍ଚ୍ଚ ଅପରେସନ ଜାରି ରହିଥିଲା ।

ଆଜି ସକାଳୁ ୪ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି ସୁରକ୍ଷାକର୍ମୀ । ନିହତ ୪ ଆତଙ୍କବାଦୀ ବିଦେଶୀ ନାଗରିକ ହୋଇଥିବା ସନ୍ଦେହ କରଯାଉଛି । ସେମାନଙ୍କ ନିକଟରୁ ୪ ଏକେ ୪୭ ରାଇଫଲ୍ସ ଜବତ ହୋଇଛି । ଏବେ ବି ପୁଞ୍ଛ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Leave A Reply

Your email address will not be published.