ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି

0

ଭୁବନେଶ୍ୱର: ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି ।

ଏହା ଦ୍ବାରା ରାଜ୍ୟର ୮ ହଜାର ୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ । ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

Leave A Reply

Your email address will not be published.