ପ୍ରମୁଖ ଖବର

ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ: ନବୀନଙ୍କୁ ଚିଠି ଲେଖି ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ବିଜେଡି ନେତା ରାଜା ଚକ୍ରଙ୍କ ୧୦ ସ୍ଥାନରେ ଚଢାଉ
ମାଧବୀ ପୁରୀ ବୁଚ୍‌ଙ୍କୁ ମିଳିଲା ଆଶ୍ଵସ୍ତି, ରୁଜୁ ହେବ ନାହିଁ ଏଫଆଇଆର୍
ସନ୍ତୋଷ ଦେଶମୁଖ ହତ୍ୟା ମାମଲାରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧନଞ୍ଜୟ ମୁଣ୍ଡେ
ମାର୍ଚ୍ଚ ୫ ପାଳନ ହେବନି ପଞ୍ଚାୟତିରାଜ ଦିବସ, ଖୋଲା ରହିବ ସମସ୍ତ ସ୍କୁଲ
ଅଷ୍ଟ୍ରେଲିଆକୁ ହରାଇଲା ଭାରତ, ଫାଇନାଲରେ ଟିମ୍ ଇଣ୍ଡିଆ
ଓଏସଏସସି ଶାରୀରିକ ପରୀକ୍ଷାରେ ଅଘଟଣ: ଫିଜିକାଲ ଟେଷ୍ଟ ବେଳେ ୨ ଆଶାୟୀଙ୍କ ମୃତ୍ୟୁ: ୪ ଲକ୍ଷ ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର
ବଳବତ୍ତର ରହିଲା ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା

ପ୍ରକାଶ ପାଇଛି ଓପିଏସସି ପରୀକ୍ଷାଫଳ

0

ଭୁବନେଶ୍ବର: ସୋମବାର ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ୨୦୨୧ର ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୪୩୨ ଜଣ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୬୪ ଜଣ ଝିଅ ଅଛନ୍ତି। ସୁଦେବ କୁମାର ପୃଷ୍ଟି ଟପ୍ପର ହୋଇଥିବା ବେଳେ ପ୍ରଥମ ୧୦ଟି ସ୍ଥାନରେ ୫ ପୁଅ ଓ ୫ ଝିଅ ଅଛନ୍ତି। ସୁଚିସ୍ମିତା ପାଣିଗ୍ରାହୀ ତାଲିକାର ଦ୍ୱିତୀୟ ସୋଥାନରେ ଥିବା ବେଳେ ପ୍ରଣବ ରଂଜନ ସାହୁ ତୃତୀୟ, ବୈଶାଖୀ ଲେଙ୍କା ୪ର୍ଥ, ଶ୍ୱେତଲିନା ମାହାନା ୫ମ, ଅଗ୍ନିଜା ଶିବଦତ୍ତା ୬ଷ୍ଠ, ସନ୍ତୋଷ କୁମାର ପାତ୍ର ୭ମ, ମୀମାଂସା ସାହୁ ୮ମ, ବିନ୍ଦୁ ବଳୟ ରାଉତରାୟ ୯ମ ଓ ସୌମ୍ୟରଂଜନ ମହାପାତ୍ର ୧୦ମ ସ୍ଥାନରେ ରହିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃକକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ”ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ସରକାରୀ ସୁବିଧାସୁଯୋଗକୁ ତୃଣମୂଳସ୍ତରରେ ପହଞ୍ଚାଇ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବାରେ ସମସ୍ତେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ। ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।”

Leave A Reply

Your email address will not be published.