ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦିଗ୍‌ଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନ

0

ଭୁବନେଶ୍ବର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳାଧିପତି ପ୍ରଫେସର ଖଗେଶ୍ୱର ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଦିଗ୍‌ଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ଯୁକ୍ତଦୁଇ, ସ୍ନାତକ ଓ ସ୍ନାତକୋତର ଶ୍ରେଣୀରେ ନାମ ଲେଖାଇଥିବା ମେଧାବୀ ଅନାଥ, ଗରିବ ଓ ଭିନ୍ନକ୍ଷମ ପିଲାଙ୍କୁ ଯୋଗ୍ୟତା ଭିତିରେ ବିଭିନ୍ନ ବାର୍ଷିକ ଶିକ୍ଷାବୃତି ପ୍ରଦାନ କରାଯିବ ।

ଏଥିପାଇଁ ଟ୍ରଷ୍ଟର lୱେବସାଇଟ୍ www.digjyoti.org ର ଘୋଷଣାରେ ସୂଚିତ ଯୋଗ୍ୟତା ଭିତିରେ ସେଥିରେ ଉପଲବ୍ଧ ଭିନ୍ନ ଭିନ୍ନ ବୃତି ପାଇଁ ଉଦ୍ଦିଷ୍ଟ ଫର୍ମରେ ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଟ୍ରଷ୍ଟ ଠିକଣାରେ ଦରଖାସ୍ତ ଆହ୍ୱାନ କରାଯାଇଅଛି ।

Leave A Reply

Your email address will not be published.