ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ସୋଆ କ୍ୟାମ୍ପସ୍‌ରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ “ମେରୀ ଲାଇଫ୍‌” ଆୟୋଜିତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ୍ ୪ ଓ କ୍ୟାମ୍ପସ ୫ ରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ “ମେରି ଲାଇଫ୍‌” ଆୟୋଜିତ ହୋଇଯାଇଛି । ଅଲ୍ ଇଣ୍ଡିଆ କାଉନ୍‌ସିଲ୍ ଅଫ୍ ଟେକ୍ନିକାଲ୍‌ ଏଜୁକେସନ୍ (ଏଆଇସିଟିଇ)ର ନିର୍ଦ୍ଦେଶ କ୍ରମେ ଓ “ଆଜାଦୀ କା ଅମୃତ ମହୋତ୍ସବ” ପରିପ୍ରେକ୍ଷୀରେ ତଥା “ମେରି ମାଟି ମେରା ଦେଶ” କାର୍ଯ୍ୟକ୍ରମ ଆନୁକୂଲ୍ୟରେ ଦୁଇଟି କ୍ୟାମ୍ପସ୍‌ରେ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ‘ୱାନ୍ ଷ୍ଟୁଡେଂଟ, ୱାନ୍ ଟ୍ରି’ ଆୟୋଜିତ ହୋଇଥିଲା ।

ସୋଆ ଗ୍ରୀନ୍ କ୍ଲବ୍ ଓ ସିଟି ଫରେଷ୍ଟ ଡିଭିଜନ୍‌ର ମିଳିତ ସହଯୋଗରେ କ୍ୟାମ୍ପସ ୫ର ଷ୍ଟାଡିୟମ୍ ଓ କ୍ୟାମ୍ପସ ୪ରେ ବିଭିନ୍ନ ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଇନ୍‌ଷ୍ଟିୁଚ୍ୟଟ୍ ଅଫ୍‌ ଡେଂଟାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ନୀତା ମହାନ୍ତି, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ର ଡିନ୍‌ ପ୍ରଫେସର ସନ୍ତୋଷ କୁମାର ରାଉତ, ମୁଖ୍ୟ ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ , ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ଡିନ୍ ପ୍ରଫେସର ଏସ୍‌.ଏ.କେ.ଆଜାଦ, ସିନିୟର ପ୍ରଫେସର ପ୍ରବୀର କୁମାର ପ…ନାୟକ, ପ୍ରଫେସର ମଧୁସୁଦନ ଦାସ, ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.