ଭୁବନେଶ୍ୱର: ଆଗକୁ ରହିଛି ଦୁର୍ଗାପୂଜା। ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଏନେଇ ଭୁବନେଶ୍ୱରରେ ଦୁର୍ଗାପୂଜା, ରାବଣପୋଡ଼ି, ଭସାଣି ଉତ୍ସବ ପାଇଁ କମିଶନରେଟ୍ ପୋଲିସ ସହ ପୂଜା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପୂଜା ସମୟରେ ଆଇନଶୃଙ୍ଖଳା ବ୍ୟବସ୍ଥା, ପୂଜା ସୁବ୍ୟବସ୍ଥିତ କିଭଳି ହେବ ତାହାକୁ ନେଇ ଆଲୋଚନା ହୋଇଛି। ଭୁବନେଶ୍ୱରରେ ୧୮୩ଟି ପୂଜା ମଣ୍ଡପ ରହିଛି। କଟକରେ ପୂଜା ମଣ୍ଡପ ସଂଖ୍ୟା ୧୬୮। ଏଥର ପୂଜାରେ ମେଲୋଡି ପ୍ରୋଗ୍ରାମ ରାତି ୧୦ ଟା ପରିବର୍ତ୍ତେ ରାତି ୧୨ଟା ପର୍ଯ୍ୟନ୍ତ ହେବାକୁ ନିଷ୍ପତି ନିଆଯାଇଛି।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ