ପାଟନା: ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ନର୍ଥ ଇଷ୍ଟ ଏକ୍ସପ୍ରେସର ଛଅଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ସାମ୍ନାକୁ ଆସୁଛି | ମିଳିଥିବା ସୂଚନା ମୁତାବକ ବକ୍ସର ଏବଂ ଆରା ମଧ୍ୟରେ ଥିବା ରଘୁନାଥପୁର ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି | ରାତି ପ୍ରାୟ ଦଶଟା ବେଳେ ଏହି ଦୁର୍ଘଟଣା ଘଟିଥିବାବେଳେ ଏହି ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ଖବର ରହିଛି। ଏହି ଟ୍ରେନ ଦିଲ୍ଲୀରୁ ଗୁଆହାଟୀ ଯାଉଥିଲା | ରେଳ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା