ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ଦଳ ତରଫରୁ ଏକ ଗୁରୁତ୍ବପୂର୍ଣ୍ଣ ଗୋଲ ଦେଇଥିଲେ ଅମିତ ରୋହିଦାସ । ସେହିଭଳି ମହିଳା ଟିମ୍ ବ୍ରୋଞ୍ଜ ପଦକ ହାତେଇଥିଲା  । ସେମାନଙ୍କର କଠିନ ପରିଶ୍ରମ ଓ ସଫଳତା ପାଇଁ ଓଡ଼ିଶା ଆଜି ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଗକୁ ଏଭଳି ପ୍ରୟାସ ଜାରି ରହୁ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.