ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଏଥର ଜନ୍ମଦିନ ପାଳିବେନି ନବୀନ

0

ଭୁବନେଶ୍ବର: ଆସନ୍ତା କାଲି ଅର୍ଥାତ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଏଥର ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି କହିଛନ୍ତି। କାରଣ ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି। ସେଥିଲାଗି ଚଳିତ ବର୍ଷ ସେ ଜନ୍ମଦିନ ପାଳନ କରିବେ ନାହିଁ । ଜନ୍ମଦିନ ଅବସରରେ ନବୀନ ନିବାସକୁ ଯାଇ ଶୁଭେଚ୍ଛା ନ ଜଣାଇବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ତେବେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ ନ କରିବା ଆଗରୁ ମଧ୍ୟ ଦେଖିବାକୁ ମିଳିଛି । ବାତ୍ୟା ଏବଂ ଦୁର୍ବିପାକ ଭଳି ସ୍ଥିତି ଉପୁଜିଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ ।

Leave A Reply

Your email address will not be published.