ପ୍ରମୁଖ ଖବର

ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ

ଏଥର ଜନ୍ମଦିନ ପାଳିବେନି ନବୀନ

0

ଭୁବନେଶ୍ବର: ଆସନ୍ତା କାଲି ଅର୍ଥାତ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଏଥର ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି କହିଛନ୍ତି। କାରଣ ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି। ସେଥିଲାଗି ଚଳିତ ବର୍ଷ ସେ ଜନ୍ମଦିନ ପାଳନ କରିବେ ନାହିଁ । ଜନ୍ମଦିନ ଅବସରରେ ନବୀନ ନିବାସକୁ ଯାଇ ଶୁଭେଚ୍ଛା ନ ଜଣାଇବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ତେବେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ ନ କରିବା ଆଗରୁ ମଧ୍ୟ ଦେଖିବାକୁ ମିଳିଛି । ବାତ୍ୟା ଏବଂ ଦୁର୍ବିପାକ ଭଳି ସ୍ଥିତି ଉପୁଜିଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ ।

Leave A Reply

Your email address will not be published.