ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏଥର ଭିଜିବ ଦଶହରା !

0

ଭୁବନେଶ୍ବର: ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂ୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୁଳ ଓଡ଼ିଶା ରେ ବର୍ଷା ଆଶଙ୍କା । 

ସୂଚନାଯୋଗ୍ୟ, ଆସନ୍ତା ୧୮/୧୯ ତାରିଖବେଳକୁ ଏକ ଘୂର୍ତ୍ତିର୍ବଳୟ ସୃଷ୍ଟି ହେବା ପରେ ଏହାର ଗତି ଓଡ଼ିଶା ଉପକୂଲ ଆଡ଼କୁ ରହିବ । ଆସନ୍ତା ୨୨ କିମ୍ବା ୨୩ ତାରିଖବେଳକୁ ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ । ୨୩ତାରିଖବେଳକୁ ଏହା ଦକ୍ଷିଣ ଓଡ଼ିଶା ଉପକୂଳରେ ପ୍ରଭାବ ପକାଇବ। ଏହା ପ୍ରଭାବରେ ୨୩ରୁ ୨୬ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ମୁଖ୍ୟତଃ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।

Leave A Reply

Your email address will not be published.