ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମିନି ଅଙ୍ଗନବାଡିକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ମିଳିଲା ଅନୁୁମୋଦନ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ଅଙ୍ଗନବାଡି କେନ୍ଦ୍ରଗୁଡିକ ରାଜ୍ୟରେ କୋମଳମତି ଶିଶୁମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନତିକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି ।

Leave A Reply

Your email address will not be published.