ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ

0

ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କଙ୍କୁ ମିଳିବ ଦୀପାବଳି ବୋନସ। ଘୋଷଣା କରିଛନ୍ତି ମୋଦି ସରକାର। ଗ୍ରୁପ ବି ଏବଂ ଗ୍ରୁପ ସି ବର୍ଗର କର୍ମଚାରୀଙ୍କୁ ମିଳିବ ଲାଭ। ଦିପାବଳୀ ପୂର୍ବରୁ ସରକାର ମଙ୍ଗଳବାର ଦିନ ବୋନସ ଘୋଷଣା କରିଛନ୍ତି। ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ବର୍ଗର କର୍ମଚାରୀମାନେ ପାଖାପାଖି ୩୦ ଦିନର ବେତନ ସହିତ ସମାନ ଟଙ୍କା ପାଇବେ। ଅଣ-ଗେଜେଟେଡ୍ କର୍ମଚାରୀ କେନ୍ଦ୍ର ସରକାରଙ୍କ ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ଅଧୀନରେ ଥିବା, ଯେଉଁମାନେ କୌଣସି ବୋନସ୍ ସ୍କିମ୍ ଅଧୀନରେ ନାହାଁନ୍ତି, ସେମାନଙ୍କୁ  ଏହି ବୋନସ୍ ମିଳିବ।

ସୂଚନା ଅନୁସାରେ, ଏହି ବୋନସ ସେହି କେନ୍ଦ୍ର ସରକାର କର୍ମଚାରୀଙ୍କୁ ଦିଆଯିବ ଯେଉଁମାନେ ମାର୍ଚ୍ଚ ୩୧, ୨୦୨୩ ପର୍ଯ୍ୟନ୍ତ ସେବା କରିଆସୁଛନ୍ତି ଏବଂ ୨୦୨୨-୨୩ ବର୍ଷ ମଧ୍ୟରେ ଅତି କମରେ ୬ ମାସ କାମ କରିଛନ୍ତି। ତେବେ ଆସନ୍ତା ନଭେମ୍ବର ୧୨ ରେ ପଡୁଛି ଦିପାବଳୀ। ଏହାପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀଙ୍କୁ ମିଳିଛି ଖୁସି ଖବର। ।

Leave A Reply

Your email address will not be published.