ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ । ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ତେଣୁ କ୍ୟାବିନେଟ୍ ରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ ।.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା