ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଆନ୍ଦୋଳନକୁ ସ୍ଥଗିତ ରଖିଲା ପରିବା ବ୍ୟବସାୟୀ ସଂଘ

0

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲା ରାଜଧାନୀ କଞ୍ଚା ପରିବା ବ୍ୟବସାୟୀ ମହାସଂଘ। ଲକ୍ଷ୍ମୀ ପୂଜା ପର୍ଯ୍ୟନ୍ତ ଆନ୍ଦୋଳନକୁ ସ୍ଥଗିତ ରଖିଲା ସଂଘ। ଗତକାଲି ମଧ୍ୟ ବିଧାୟକ, ଡେପୁଟି କମିଶନର, ଜୋନ ଏସପି ଓ ପରିବା ସଂଘକୁ ନେଇ ହୋଇଥିଲା ଆଲୋଚନା। ରାଜଧାନୀ କଞ୍ଚା ପନିପରିବା ମହାଜନ ସଂଘର ଦାବିକୁ ନେଇ ହୋଇଥିଲା ଆଲୋଚନା। ଅନ୍ୟ ପର୍ବପର୍ବାଣୀ ସମୟରେ ଦୋକାନ ନେଇ ବିଏମସି ଅନୁମତି ଦେବ ନାହିଁ। ୭ ଦଫା ଦାବି ଉପରେ ହୋଇଛି ଆଲୋଚନା। ୨୦ ତାରିଖରୁ ବନ୍ଦ ଡାକରା ଦେଇଥଲା ସଙ୍ଘ।

ସୂଚନାଯୋଗ୍ୟ, ରାଜଧାନୀ କଞ୍ଚା ପନିପରିବା ମହାଜନ ସଙ୍ଘ ସମ୍ପାଦକ କବିରାଜ ସ୍ଵାଇଁଙ୍କ ସୂଚନାନୁସାରେ ମହାସଂଘର ଆନ୍ଦୋଳନ ଡାକରା ପରେ ଗତକାଲି ମଧ୍ୟ ବିଧାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ବୈଠକରେ ବିଏମ୍‌ସି ଡେପୁଟି କମିସନର୍ କମିସନରେଟ୍ ପୋଲିସର ଯୋନ 1 ଏସିପି, ଆଇଆଇସି ଓ ଜେଡିସି ପ୍ରମୁଖ ଉପସ୍ଥିତ ଥିଲେ। ମହାସଂଘର ଦାବିଗୁଡିକ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଦାବି ପୂରଣ କରିବାକୁ ପ୍ରଶାସନ ପକ୍ଷରୁ ସମୟ ମଗାଯାଇଛି। ସେହିପରି ପାର୍ବଣ ଚାଲିଥିବାରୁ ହଠାତ ପରିବା ବ୍ୟବସାୟ ବନ୍ଦ କଲେ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହେବ। ଦାବି ନେଇ ଲିଖିତ ପ୍ରତିଶ୍ରୁତି ମିଳିଛି ବୋଲି ସଙ୍ଘ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.