ଭୁବନେଶ୍ୱର, ୨୦/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗୁରୁବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ଠାରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ଗିରିଜା ନନ୍ଦିନୀ
କାନୁନ୍ଗୋଙ୍କର ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ରକ୍ତଦାନ ଶିବିର ପରିଚାଳନା କରାଯାଇଥିବା ବେଳେ ମୋଟ ୧୫୭ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା । ଏହି ଅବସରରେ ସୋଆ ଏନ୍ସିସି ଅଫିସର ଡକ୍ଟର ସତୀଶ କୁମାର ସାମଲ ଓ ଅନ୍ୟାନ୍ୟ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ