ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବଦଳିଲେ କଟକ ଜିଲ୍ଲାପାଳ

0

ଭୁବନେଶ୍ବର: ଭବାନୀ ଶଙ୍କର ଚଇନିଙ୍କୁ କଟକ ଜିଲ୍ଲାପାଳ ପଦରୁ ବଦଳି କରାଯାଇ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ସେହିଭଳି କଟକର ନୂଆ ଜିଲ୍ଲାପାଳ ଭାବେ ନରହରି ସେଠୀଙ୍କୁ ନୂଆ ଦାୟିତ୍ୱ ମିଳିଛି । ଭବାନୀ ଶଙ୍କରଙ୍କ ବଦଳରେ କଟକର ନୂଆ ଜିଲ୍ଲାପାଳ ଦାୟିତ୍ୱ ତୁଲାଇବେ ନରହରୀ ସେଠୀ ।

ଅନ୍ୟପଟେ କଟକର ନୂଆ ଜିଲ୍ଲାପାଳ ଦାୟିତ୍ୱ ପାଇଥିବା ନରହରି ସେଠୀ ପୂର୍ବରୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଉଥିଲେ । ତେବେ ଭବାନୀ ଶଙ୍କରଙ୍କୁ ତାଙ୍କ ସ୍ଥାନକୁ ବଦଳି କରାଯାଇ ନରହରିଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।

Leave A Reply

Your email address will not be published.