ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ନେପାଳ ଭୂମିକମ୍ପରେ ୧୨୯ ମୃତ, ଶତାଧିକ ଆହତ

0

କାଠମାଣ୍ଡୁ: ବଡ଼ ଧରଣର ଭୂମିକମ୍ପରେ ଥରି ଉଠିଛି ନେପାଳ। ହୋଇଛି। ୬.୪ ତୀବ୍ରତାରେ ଥରି ଉଠିଲା ନେପାଳ । ଭୂମିକମ୍ପରେ ୧୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି । ଅନେକ ଲୋକ ଘର ତଳେ ଚାପି ହୋଇ ରହିଥିବା ସୂଚନା ରହିଛି ।

ନେପାଳରେ ହୋଇଥିବା ଭୂକମ୍ପର ପ୍ରଭାବ ମଧ୍ୟ ଦିଲ୍ଲୀ-ଏନସିଆର ସମେତ ଗାଜିଆବାଦ, ଉତରପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ହରିୟାଣା, ପଞ୍ଜାବ ଏବଂ ବିହାର ରାଜଧାନୀ ପାଟନାରେ ଅନୁଭୂତ ହୋଇଥିଲା । ଭୂକମ୍ପର କେନ୍ଦ୍ର ନେପାଳର କାଠମାଣ୍ଡୁ ଠାରୁ ୩୩୧ କିଲୋମିଟର ଉତର-ପଶ୍ଚିମରେ ୧୦ କିଲୋମିଟର ଭୂତଳରେ ଥିଲା

ଏହି ଘଟଣାରେ ନେପାଳ ପ୍ରଧାନମନ୍ତ୍ରୀ ମୃତକଙ୍କ ପାଇଁ ଶୋକ ପ୍ରକାଶ କରିଥିବା ବେଳେ ଉଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ୱ ଦେଇଛନ୍ତି । ୨୦୧୫ ରେ ନେପାଳରେ ୭.୮ ତୀବ୍ରତାର ଏକ ଭୂକମ୍ପ ହୋଇଥିଲା । ଏଥିରେ ୧୨ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିଲା । ଏଥିରେ ପ୍ରାୟ ଲକ୍ଷ ଘର କ୍ଷତିଗ୍ରସ୍ତ ହୋଇଥିଲା ।

Leave A Reply

Your email address will not be published.