ଭଦ୍ରକ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଲା ଗର୍ଭବତୀ ପତ୍ନୀଙ୍କ ଜୀବନ । ଭଦ୍ରକ- ଚାନ୍ଦବାଲି ନାଉଗୋରାଡ଼ା ଛକରେ ପଛପଟୁ ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ପିକ୍ଅପ୍ ଗାଡ଼ି । ଘଟଣାରେ ପତ୍ନୀ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଅଛନ୍ତି । ମହିଳାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଂଚଳରେ ଉତେଜନା ଦେଖାଦେଇଛି । ୪ ଘଂଟା କାଳ ଉଭୟ ପଟୁ ଗାଡ଼ି ଚଳାଚଳ ବନ୍ଦ ରହିଛି । ସୂଚନା ଅନୁସାରେ ଚାନ୍ଦବାଲି ହସ୍ପିଟାଲରେ ଡାକ୍ତରଙ୍କୁ ପତ୍ନୀଙ୍କୁ ଦେଖାଇବା ପରେ ଅଲଟ୍ରାସାଉଣ୍ଡ ପାଇଁ ଭଦ୍ରକ ଅଭିମୁଖେ ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା ।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ