ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଦୁର୍ଘଟଣାରେ ପ୍ରାଣ ହାରିଲେ ଗର୍ଭବତୀ ପତ୍ନୀ

0

ଭଦ୍ରକ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଲା ଗର୍ଭବତୀ ପତ୍ନୀଙ୍କ ଜୀବନ । ଭଦ୍ରକ- ଚାନ୍ଦବାଲି ନାଉଗୋରାଡ଼ା ଛକରେ ପଛପଟୁ ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ପିକ୍ଅପ୍ ଗାଡ଼ି । ଘଟଣାରେ ପତ୍ନୀ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଅଛନ୍ତି । ମହିଳାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଂଚଳରେ ଉତେଜନା ଦେଖାଦେଇଛି । ୪ ଘଂଟା କାଳ ଉଭୟ ପଟୁ ଗାଡ଼ି ଚଳାଚଳ ବନ୍ଦ ରହିଛି । ସୂଚନା ଅନୁସାରେ ଚାନ୍ଦବାଲି ହସ୍ପିଟାଲରେ ଡାକ୍ତରଙ୍କୁ ପତ୍ନୀଙ୍କୁ ଦେଖାଇବା ପରେ ଅଲଟ୍ରାସାଉଣ୍ଡ ପାଇଁ ଭଦ୍ରକ ଅଭିମୁଖେ ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା ।

Leave A Reply

Your email address will not be published.