ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଜେଲରୁ ମୁକୁଳିଲେ ପ୍ରଯୋଜକ ସଞ୍ଜୟ ନାୟକ

0

ଭୁବନେଶ୍ୱର: ମହିଳା ସାମ୍ବାଦିକଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକ ଆଜି କୋର୍ଟରୁ ଜାମିନ ପାଇବା ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି। ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ ଟୁଟୁ ନାୟକଙ୍କୁ ୫୦ ହଜାର ଟଙ୍କା ଓ ଜଣେ ଜାମନଦାର ବଦଳରେ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏସ୍‌ଡଜେଏମ୍‌ କୋର୍ଟ ଗତ ଶନିବାର ଏହ ମାମଲାରେ ଜାମିନ ଆବେଦନ ଶୁଣାଣିକୁ ସଂରକ୍ଷିତ ରଖିଥିଲେ।ଟୁଟୁଙ୍କ ଓକିଲ ଦିବ୍ୟ ଆନନ୍ଦ ମିଶ୍ର କହିଛନ୍ତି, ଗିରଫ ‌ପରେ ଟୁଟୁ ନାୟକ ଶନିବାର ଠାରୁ ଜେଲରେ ଥିଲେ। ଆଜି ସେ ସର୍ତ୍ତମୂଳକ ଜାମିନରେ ବାହାରିଛନ୍ତି।

ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା। ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ।

Leave A Reply

Your email address will not be published.